ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଭୁବନେଶ୍ୱର ସ୍ଥିତ ଓୟୁଏଟି କନଭେନସନ ସେଣ୍ଟର ଠାରେ ଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଓୟୁଏଟି ସ୍ଥିତ କନ୍ଭେନସନ ସେଣ୍ଟର ଠାରେ ଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ୧୨ଟି ଜିଲ୍ଲାରେ ସମୁଦାୟ ୨୭ଟି ଶିଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରି ଓଡ଼ିଶାର ଶିଳ୍ପ ଇତିହାସରେ ଆଉ ଏକ ସ୍ୱର୍ଣ୍ଣିମ ଇତିହାସରେ ଆଉ ଏକ ଅଧ୍ୟାୟ ଯୋଡିଛନ୍ତି। ସୂଚନାଯୋଗ୍ୟ ଯେ ୨୭ ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବାପାଇଁ ସମୁଦାୟ ୨୫ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ପୁଞ୍ଜି ବିନିଯୋଗ କରାଯାଉଛି ଏବଂ ଏହାଦ୍ୱାରା ଯୁବତୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସୁନିଶ୍ଚିତ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି |