ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତିକ ପରିଷଦର ମିଳିତ ଆନୁକୁଲ୍ୟରେ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଆଜି ସାତ ଟା ବେଳେ ସ୍ଥାନୀୟ କଳାକାର ମାନଙ୍କ ଦ୍ବାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହୋଇ ଯାଇଛି । ମୁଖ୍ୟ ଅତିଥି ଜିଲ୍ଲାପାଳ ବିଜୟ କୁମାର ଦାଶ କାର୍ଯ୍ୟକ୍ରମ ର ଶୁଭ ଉଦ୍ଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ବରିଷ୍ଠ ନାଗରିକ ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ବିନୋଦ ଚନ୍ଦ୍ର ଜେନା, ଗୁରୁ ରଘୁନାଥ ପାତ୍ର ଓ ଜିଲ୍