Public App Logo
Jansamasya
Railway
Bsf
Meerut
Raebareli
Kashmir
���ाकिस्तान
Trending
���िवाद
Bengal
���खिलेश
���ारतीय
���ोगी_आदित्यनाथ
Faridabad
Arvindkejriwal
Jajpur
���ोधपुर
Nagaur
Rahul
Indianews
New_delhi
Crpf
Viralvideo
Latestnews
Shorts
���ामनवमी
Cuttack
���द
Lakhimpurkheri
���त्नी

ତଲସରା: କୁତ୍ରା ହାଇସ୍କୁଲ ପ୍ରାଙ୍ଗଣରେ ଜିଲ୍ଲା ସ୍କାଉଟ ଗାଇଡ଼ କ୍ୟାମ୍ପୋରି ଉଦଘାଟିତ

Talasara, Sundargarh | Dec 10, 2025
ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୁତ୍ରା ପିଏମଶ୍ରୀ ସରକାରୀ ହାଇସ୍କୁଲ ପ୍ରାଙ୍ଗଣରେ ଆଜି ଭାରତ ସ୍କାଉଟ ଗାଇଡ଼ ର ସୁନ୍ଦରଗଡ଼ ଜିଲ୍ଲା କ୍ୟାମ୍ପୋରି ଉଦଘାଟିତ ହୋଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ମୁରଲିଧର ବେହେରା ଙ୍କର ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍କୁଲମାନଙ୍କର ସ୍କାଉଟ ଗାଇଡ଼ ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରିଥିଲେ।