୨୯ତମ ସର୍ବଭାରତୀୟ ଲୁତୁରପଙ୍କ କ୍ରିକେଟ କପରେ ପ୍ରୟାଗରାଜକୁ ହରାଇ ସୋନପୁର ଫାଇନାଲରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ହାଇସ୍କୁଲ ଖେଳ ପଡିଆରେ ଜେଜେସସି ଆନୁକୂଲ୍ୟରେ ହେଉଥିବା ୨୯ତମ ସର୍ବ ଭାରତୀୟ ଜୟ ଜଗନ୍ନାଥ ଲୁତୁରପଙ୍କ କ୍ରିକେଟ କପ୍ ର ପ୍ରଥମ ସେମି ଫାଇନାଲରେ ଆଜି ଏନଏନଏସ ପ୍ରୟାଗରାଜକୁ ହରାଇ ଏସଡିସିଏ ସୋନପୁର ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲ ମ୍ୟାଚ୍ ଟି ଟି -୨୦, ଟି -୧୦ ଓ ସୁପର ଓଭର ବିଶିଷ୍ଟ ଫର୍ମାଟରେ ହୋଇଥିଲା। ପ୍ରୟାଗରାଜ ଦଳ ଟସ୍ ଜିଣି ପ୍ରଥମ ଫର୍ମାଟରେ ପ୍ରଥମେ ବ୍ୟାଟିଂ କରି ୧୭.୩ ଓଭରରେ ସମସ୍ତ ଉଇକେଟ ହରାଇ ୧୨୯