ସୋରଡା: ଜଗନ୍ନାଥପ୍ରସାଦରେ ଧୁମ୍ଧାମ୍ରେ ପାଳିତ ହେଲା କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ
Surada, Ganjam | Oct 14, 2026 ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ବ୍ଲକର ନିତ୍ୟାନନ୍ଦ ପଣ୍ଡା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ। ୧୫ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ନିଜର ପ୍ରତିଭା ପ୍ରଦର୍ଶନ କଲେ।