କେନ୍ଦୁଝର ସହର: ଘଟଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଠାରେ ଆୟୋଜିତ ସୁସ୍ଥ ନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ ଅନୁଷ୍ଟିତ
ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ତରଫରୁ ଘଟଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଠାରେ ଆୟୋଜିତ ସୁସ୍ଥ ନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଲେ ସାଂସଦ। ବହୁ ବ୍ୟକ୍ତି ବିଶେଷ ଯୋଗ ଦେଇଥିଲେ ।