ରାୟଗଡା: ରାୟଗଡାରେ କଂଗ୍ରେସର ବିକ୍ଷୋଭ: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବହିଷ୍କାର ଦାବି
ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେଶ କୁମାରଙ୍କ ବହିଷ୍କାର ଓ ଗିରଫ ଦାବିରେ ରାୟଗଡା ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କର୍ମୀମାନେ ରାଲିରେ ଯାଇ ଏନେଇ ଜିଲ୍ଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି।