କାମାକ୍ଷାନଗର ସାରଂଗଧର ଉଚ୍ଚ ବିଦ୍ୟାଳୟରେ ଶୁକ୍ରବାର ୧୧ଟାରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ଉପସ୍ଥିତ ରହିଲେ ବିଡ଼ିଓ ପ୍ରଭୁକଲ୍ୟାଣ ଦାସ ।ଢେଙ୍କାନାଳ ଜିଲା କାମାକ୍ଷାନଗର ସାରଂଗଧର ଉଚ୍ଚ ବିଦ୍ୟାଳୟରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି ।ଏଠାରେ ବିଡ଼ିଓ ପ୍ରଭୁକଲ୍ୟାଣ ଦାସ,ବ୍ଲକ ଶିକ୍ଷା ଅଧିକାରୀ ସରୋଜ କୁମାର ସାହୁଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ ।ଏଠାରେ ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ରହିଥିଲେ ।