Public App Logo
Jansamasya
Uttar_pradesh
Congress
Modi
Delhi
Viral
Jharkhand
���िल्ली
Breakingnews
Madhya_pradesh
Pmmodi
Rahulgandhi
Haryana
Sambalpur
Cyclone
���ादी
Crimenews
Karnataka
Bareilly
���प
Agra
Biharnews
Jodhpur
Fatehpur
Kanganaranaut
Amitshah
Fire
Live
Jhansi
Yogiadityanath

ତଲସରା: ଦେଓକରଣପୁର ହାଇସ୍କୁଲ ର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ

Talasara, Sundargarh | Dec 9, 2025
ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ବ୍ଳକ ଅନ୍ତର୍ଗତ ଦେଓକରଣପୁର ହାଇସ୍କୁଲ ର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଆଜି ଆନୁଷ୍ଠାନିକ ଭାବେ ଅନୁଷ୍ଠିତ ହୋଇଛି। ହାଇସ୍କୁଲ ର ପ୍ରଧାନ ଶିକ୍ଷକ ମନୋଜ ମାଝୀ ଙ୍କର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।