Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

ପରଜଙ୍ଗ: ବୃନ୍ଦାବନପୁର ଛକ ନିକଟରେ ମଙ୍ଗଳବାର ସନ୍ଧ୍ୟା ୬ଟାରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ଦୁଇ ଗୁରୁତର

Parajang, Dhenkanal | Dec 9, 2025
ବୃନ୍ଦାବନପୁର ଛକ ନିକଟରେ ମଙ୍ଗଳବାର ସନ୍ଧ୍ୟା ୬ଟାରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ୫୩ ଜାତୀୟ ରାଜପଥ ବୃନ୍ଦାବନପୁର ଛକ ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ଦୁଇ ବାଇକ୍ ଆରୋହି ଗୁରୁତର। ଗୁରୁତର ମାନଙ୍କୁ ସ୍ଥାନୀୟ ଲୋକମାନେ ଉଦ୍ଧାର କରି ନିକଟସ୍ଥ ମେଡ଼ିକାଲରେ ଭର୍ତ୍ତି କରିଛନ୍ତି। ବାଇକ୍ ଆରୋହିଙ୍କ ପରିଚୟ ଅସ୍ପଷ୍ଟ ଥିବାବେଳେ ଘଟଣା ସ୍ଥଳରେ ପୋଲିସ ପହଂଚି ତଦନ୍ତ ଚଳାଇଛି।

MORE NEWS

ପରଜଙ୍ଗ: ବୃନ୍ଦାବନପୁର ଛକ ନିକଟରେ ମଙ୍ଗଳବାର ସନ୍ଧ୍ୟା ୬ଟାରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ଦୁଇ ଗୁରୁତର - Parajang News