ସଦର: ବାଲେଶ୍ୱର ଏଫ୍ଏମ୍ କଲେଜ ଛାତ୍ରୀଙ୍କୁ ନ୍ୟାୟ ଦାବିରେ ଓଡ଼ିଶା ବନ୍ଦ ଡାକରା, ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ବନ୍ଦ
Sadar, Kalahandi | Jul 17, 2025
ବାଲେଶ୍ୱର ଏଫ୍ଏମ୍ କଲେଜ ଛାତ୍ରୀଙ୍କୁ ନ୍ୟାୟ ଦାବିରେ ଓଡ଼ିଶା ବନ୍ଦ ଡାକରା । ଆଜି ଦିନିକିଆ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ସମେତ ୮...