କଣ୍ଟାବାଞ୍ଜି: ଘସିଏନ୍ରେ ଛାତ୍ରଛାତ୍ରୀଙ୍କୁ ସଡ଼କ ସୁରକ୍ଷା ନେଇ ସଚେତନ କଲେ ବଲାଙ୍ଗିର ଆର୍ଟିଓ
ବଲାଙ୍ଗିର ଜିଲ୍ଲା ଘସିଏନ୍ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅନୁଷ୍ଠିତ ଯୁବ ନେତୃତ୍ୱ ପ୍ରଶିକ୍ଷଣ ଶିବିରରେ ସଡ଼କ ସୁରକ୍ଷା ଓ ଟ୍ରାଫିକ୍ ନିୟମ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ସଚେତନ କଲେ ଆର୍ଟିଓ।