ତିଗିରିଆ: ତିଗିରିଆ ଭୀରୁଡା ରେ ବିଜେଡି ପକ୍ଷରୁ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ
ଅପରାହ୍ନ ରେ ବିଜେଡ଼ି ପକ୍ଷରୁ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ। ବିଜେଡ଼ି ସଭାପତି ଙ୍କର ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଙ୍କର ନିର୍ଦ୍ଦେଶ ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ।