ଜଗତସିଂହପୁର: ଜଗତସିଂହପୁର ମୁଖ୍ୟଚିକିତ୍ସାଳୟରେ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ କାର୍ଯ୍ୟକ୍ରମ ଅବସରରେ ସ୍ୱାସ୍ଥ ଶିବିର ଉଦଘାଟିତ
ଜଗତସିଂହପୁର ଜିଲ୍ଲା ସ୍ୱାସ୍ଥ ବିଭାଗ ପକ୍ଷରୁ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ କାଯ୍ୟକ୍ରମ ଅବସରରେ ଏକ ସ୍ୱାସ୍ଥ ଶିବିର ଜଗତସିଂହପୁର ମୁଖ୍ୟଚିକିତ୍ସାଳୟରେ ସାଂସଦ ଡ଼ଃ ବିଭୁପ୍ରସାଦ ତରାଇଙ୍କ ଦ୍ୱାରା ଉଦଘାଟିତ । ଆଜି ଦିନ ୧ ଘଟିକା ସମୟରେ ଅନୁଷ୍ଠିତ ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ସାଂସଦ ମୁଖ୍ୟଅତିଥିଭାବେ ଯୋଗଦେଇଥିବା ବେଳେ ଜିଲ୍ଲାପାଳ ଜେ ସୋନାଲ ସମ୍ନାନିତ ଅତିଥିଭାବେ ଯୋଗଦେଇଥିଲେ । ଏହି ଅବସରରେ ମୁଖ୍ୟଚିକିତ୍ସାଳୟ ପରିସରରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟଚିକିତ୍ସାଧିକାରୀ , ଅତିରିକ୍ତ ଜିଲ୍ଲା ଚିକିତ୍ସାଧିକାରୀ