ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡି ସହରର ମୁଖ୍ୟ ବଜାରରେ ଟ୍ରାଫିକ୍ ସମସ୍ୟା: ନାହିଁ ନଥିବା ହଇରାଣ ସାଧାରଣ ଲୋକେ
ଗଜପତି ଜିଲ୍ଲା ମୁଖ୍ୟାଳୟ ପାରଳାଖେମୁଣ୍ଡି ସହରର ମୁଖ୍ୟ ବଜାର ଛକରେ ଟ୍ରାଫିକ୍ ଜାମ୍ ଯୋଗୁଁ ଯାତାୟାତ ବାଧାପ୍ରାପ୍ତ ହେଉଛି। ପ୍ରଶାସନ ପକ୍ଷରୁ ଏହି ସମସ୍ୟାର ସମାଧାନ ପାଇଁ ସ୍ଥାନୀୟ ବୁଦ୍ଧିଜୀବୀ ମାନେ ଦାବି କରିଛନ୍ତି।