କେନ୍ଦ୍ରାପଡା: ଭୁବନେଶ୍ୱର ଲୋକଭବନରେ ଓଡ଼ିଶାର ରାଜ୍ୟପାଳଙ୍କ ଶପଥ ଗ୍ରହଣ ସମାରୋହ
ଭୁବନେଶ୍ୱର ଲୋକଭବନଠାରେ ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ଶ୍ରୀ ବ୍ରଜ ମୋହନ ରାମ ମହୋଦୟଙ୍କ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମହାକାଳପଡ଼ା ବିଧାୟକ ଡ଼କ୍ଟର ଦୁର୍ଗା ପ୍ରସନ୍ନ ନାୟକ ଯୋଗ ଦେଇଥିଲେ।