Public App Logo
Jansamasya
News
Bjp
National
Police
Bihar
बिहार
कांग्रेस
भाजपा
Congress
Modi
Delhi
Viral
Jharkhand
Bollywood
Breakingnews
Narendramodi
Madhya_pradesh
Pmmodi
Rahulgandhi
यूपी
Uttarpradesh
Haryana
Cricket
Uttarakhand
Sambalpur
Crimenews
Karnataka
Aap
Kota

କବିସୂର୍ଯ୍ୟନଗର: କୋଦଳା କୋର୍ଟ ପକ୍ଷରୁ ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତ୍ତକ ମହାବିଦ୍ୟାଳୟ ପରିସର ରେ କୋଦଳା କୋର୍ଟ ତାଲୁକ ଲିଗାଲ ସର୍ଭିସ କମିଟି ପକ୍ଷ ରୁ ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ତଥା ତାଲୁକ ଲିଗାଲ ସର୍ଭିସ କମିଟି ଅଧ୍ୟକ୍ଷ ବିଶ୍ୱ ରଞ୍ଜନ ବେହେରା ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ର ଛାତ୍ରୀଙ୍କୁ ଭବିଷ୍ୟତ ଗଠନ ନିମନ୍ତେ ନିଶା ଠାରୁ ଦୁରେଇ ରହିବା, ପୁସ୍ତକ ପଠନ ର ଗୁରୁତ୍ୱ ଉପରେ ବିଭିନ୍ନ ଉଦାହରଣ ମାଧ୍ୟମ ରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ ବିଚାରପତି ଶ୍ରୀଯୁକ୍ତ ବେହେରା । ଯେଏମଏଫସି ଶୋଭନ କୁମାର ପଣ୍ଡା,ନିଶା ନିବାରଣ ବିଷୟରେ ଆଲୋଚନା କରିଥିଲେ ।