ତଲସରା: ତଲସରା ଓଏଭି ସ୍କୁଲ ର ଶିକ୍ଷକ ଶିକ୍ଷୟିତ୍ରୀ ଧାରଣାରେ ବସି ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି
ସୁନ୍ଦରଗଡ଼ ଜିଲ୍ଲାର ତଲସରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତଲସରା ଓଡ଼ିଶା ଆର୍ଦଶ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଓଡ଼ିଶା ଆର୍ଦଶ ବିଦ୍ୟାଳୟ ଶିକ୍ଷକ ସଂଘର ନିର୍ଦ୍ଦେଶ ମୁତାପକ ସ୍କୁଲ ସମ୍ମୁଖରେ ଧାରଣା ରେ ବସିବା ସହ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।