ନୂଆପଡା: ସୁନାବେଡ଼ାରେ ଆଦିମ ଜନଜାତି ଚାକୋଟିଆ ଭୁଞ୍ଜିଆଙ୍କ ଅଧିଷ୍ଠାତ୍ରୀ ଦେବୀ ସୁନାଦେଇଙ୍କ ନୂଆଁଖାଇ ପର୍ବ ପାଳିତ
Nuapada, Nuapada | Aug 23, 2025
ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ସୁନାବେଡ଼ା ସ୍ଥିତ ଆଦିମ ଜନଜାତି ଚାକୋଟିଆ ଭୁଞ୍ଜିଆଙ୍କ ଅଧିଷ୍ଠାତ୍ରୀ ଦେବୀ ମାଁ ସୁନାଦେଇଙ୍କ ନୂଆଁଖାଇ ପର୍ବ...