Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
India
Coronavirus
किसान
कांग्रेस
Accident
Congress
Modi
Delhi
Viral
Up
Bollywood
Breakingnews
Narendramodi
Madhya_pradesh
Mp
Madhyapradesh
Pmmodi
Kerala
Rahulgandhi
Chhattisgarh
Uttarpradesh
Haryana

କବିସୂର୍ଯ୍ୟନଗର: ବେଗୁନିଆପଡା ବ୍ଲକ ରେ ବିଧାୟକ ଙ୍କ ମାରାଥନ ଗସ୍ତ

କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ନାୟକ ଶୁକ୍ରବାର ଦିନ ବେଗୁନିଆପଡା ବ୍ଲକର ବିଭିନ୍ନ ଗ୍ରାମକୁ ମାରାଥନ ଗସ୍ତ କରିଛନ୍ତି । ଏହି ବ୍ଲକ ଅନ୍ତର୍ଗତ କୁମ୍ଭାରଗାଁ ପଂଚାୟତର କୁମାରୀପାରି ଠାରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ସମସ୍ୟାର ପ୍ରାଥମିକ ସମାଧାନ ପାଇଁ ଗ୍ରାମ୍ୟ ଉର୍ନ୍ନୟନ ବିଭାଗ ଦ୍ୱାରା ନିର୍ମିତ ହେବାକୁ ଥିବା ସ୍ୱାସ୍ଥ୍ୟ ଉପକେନ୍ଦ୍ରର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏହା ପରେ ବୁରୁଝରୀ ସେବା ସମବାୟ ସମିତି, ସୁମଣ୍ଡଳ, ସାନ ଉସ୍ତାପଡ଼ା, କାଳିମେଘି ଓ ଦିଗାପଡା ସେବା ସମବାୟ ସମିତି ରେ ଚଳିତ ବର୍ଷର ଧାନମଣ୍ଡି ଉଦଘାଟନ କରିଛନ୍ତି ବିଧାୟକ ଶ୍ରୀ ନାୟକ ।