ସର୍କିଟ ହାଉସରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ରାଜ୍ୟ ସଭାପତିଙ୍କ ନେତୃତ୍ୱରେ ଓଡିଶା ବିଦ୍ୟାଳୟ ଏବଂ ଗଣଶିକ୍ଷା ସଚିବଙ୍କୁ ଦାବିପତ୍ର ପ୍ରଦାନ । ଉସୁରିପଦର ପ୍ରାଥମିକ ବିଦ୍ୟାଳୟରେ ନନ୍ଦାହାଣ୍ଡି ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।ଉକ୍ତ ବୈଠକରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡରେସନ ର ରାଜ୍ୟ ସଭାପତି ଶ୍ରୀ ରମଣୀ ରଞ୍ଜନ ତ୍ରିପାଠୀ ଏବଂ ଜିଲ୍ଲାର ସମସ୍ତ ସଂଘୀୟ କର୍ମକର୍ତ୍ତା ଯୋଗ ଦେଇଥିଲେ । ଏହି ବୈଠକର ନିଷ୍ପତ୍ତି ଆନୁଯାଇ ସଚିବ ଙ୍କୁ ଦାବି ପତ୍ର ପ୍ରଦାନ କରାଯାଇଥିଲା