କଳାହାଣ୍ଡି: କେସିଙ୍ଗା ଚିଚର୍ଲା ସ୍କୁଲ ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା
Kalahandi, Kalahandi | Sep 30, 2026
କଳାହାଣ୍ଡି କେସିଙ୍ଗା ବ୍ଲକ ଚିଚର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକ ବୁଧବାର ଦିନ ଅବସର ଗ୍ରହଣ କରିଛନ୍ତି। ସ୍କୁଲ ପରିସରରେ ଆୟୋଜିତ ସମ୍ବର୍ଦ୍ଧନା ସଭା ଓ ଶୋଭାଯାତ୍ରା ମାଧ୍ୟମରେ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି।