୨୯ତମ ସର୍ବ ଭାରତୀୟ ଲୁତୁରପଙ୍କ କ୍ରିକେଟ କପରେ ବାଙ୍ଗାଲୋର ଏକାଦଶ (କର୍ଣ୍ଣାଟକ )ସେମିଫାଇନାଲରେ ପ୍ରବେଶ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ହାଇସ୍କୁଲ ପଡିଆରେ ଜେଜେସିସି ଆନୁକୂଲ୍ୟରେ ହେଉଥିବା ୨୯ତମ ସର୍ବଭାରତୀୟ ଜୟ ଜଗନ୍ନାଥ ଲୁତୁରପଙ୍କ କ୍ରିକେଟ କପ୍ ର ପଞ୍ଚମ ଦିବସରେ ବକାରୋ ଚ୍ୟାଲେଞ୍ଜର ଝାଡ଼ଖଣ୍ଡ କୁ ହରାଇ ବାଙ୍ଗାଲୋର ଏକାଦଶ କର୍ଣ୍ଣାଟକ ସେମି ଫାଇନାଲ ରେ ପ୍ରବେଶ କରିଛି। ମ୍ୟାଚ୍ ଟି ଟି-୨୦, ଟି-୧୦ ଓ ସୁପର -୨ ଓଭର ବିଶିଷ୍ଟ ଫର୍ମାଟ ରେ ଖେଳା ଯାଇଥିଲା। ପ୍ରଥମ ଫର୍ମାଟରେ ବକାରୋ ଚ୍ୟାଲେଞ୍ଜର ଝାଡଖଣ୍ଡ ପ୍ରଥମେ ବ୍ୟାଟିଂ କରି ୧୯.୩ ଓ