Public App Logo
Jansamasya
News
पुलिस
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
यूपी
कानपुर
Pm
Uttarpradesh

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପଟିଆ ଖେଳ ପଡିଆ ନିକଟରେ ଅତର୍କିତ ଚଢ଼ଉ କରିବା ସହ ବେଆଇନ ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଆଧାରରେ, ଇନ୍ଫୋସିଟି ଥାନାଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ସମ୍ପୃକ୍ତ ଥାନାର ଏକ ସ୍ପେସାଲ ଟିମ୍ ସଦଳବଳେ ପଟିଆ  ଖେଳ ପଡିଆ ନିକଟରେ ଅତର୍କିତ ଚଢ଼ଉ କରିବା ସହ ବେଆଇନ ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଦୁଇ ଅଭିଯୁକ୍ତ ସୋମେଶ କୁମାର ମାଟି ଓରଫ୍ ଭିକି ଓ ଅନିକେତ ମଲ୍ଲିକଙ୍କୁ କାବୁ କରିବାରେ ସକ୍ଷମ ହୋଇଛି । ଛାନବିନ ସମୟରେ ପୁଲିସ ଉଭୟ ଅଭିଯୁକ୍ତଙ୍କ ହେପାଜତରୁ ମୋଟ ୧୦ ଗ୍ରାମ ଓଜନର ବ୍ରାଉନସୁଗାର, ଗୋଟିଏ କାର୍ ଏବଂ ୬୦୦ ଟଙ୍କା  ଜବତ କରିଥିଲେ ।
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପଟିଆ ଖେଳ ପଡିଆ ନିକଟରେ ଅତର୍କିତ ଚଢ଼ଉ କରିବା ସହ ବେଆଇନ ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ - Bhubaneswar M Corp News