କୋରାପୁଟ: ଲମତାପୁଟରେ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ
ଲମତାପୁଟ ପଞ୍ଚାୟତ ସମିତି ପରିସରରେ ଅନୁଷ୍ଠିତ ହୋଇଯାଇଛି ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି ଶିବିର। ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳ ଓ ଆବାସ ଯୋଜନା ସମ୍ପର୍କିତ ସମସ୍ୟା ନେଇ ଲୋକେ ଅଭିଯୋଗ କରିଥିବା ବେଳେ, ଏହାର ତ୍ୱରିତ ସମାଧାନ ପାଇଁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।