କୋଷାଗୁମୁଡା ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଦୁଇ ଲାଇନମେନଙ୍କୁ ଅନ୍ୟତ୍ର ବଡଳୀ ପାଇଁ ବିଡ଼ିଓ ଙ୍କ ନିକଟରେ ସରପଞ୍ଚ ଓ ସମିତି ସଭ୍ୟ ସଭ୍ୟାଙ୍କ ଦାବୀ କୋଷାଗୁମୁଡା ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ ଓ ଦୁଇଜଣ ଲାଇନମେନଙ୍କ କାର୍ଯ୍ୟରେ ଅତିଷ୍ଠ ହୋଇ ସ୍ଥାନୀୟ ସରପଞ୍ଚ ଓ ସମିତି ସଭ୍ୟା/ସଭ୍ୟ ମାନେ ସେମାନଙ୍କୁ ଅନ୍ୟତ୍ର ବଦଳି କରାଯିବା ପାଇଁ ବିଡ଼ିଓ ଶ୍ରୀ ଆଶିଷ ତ୍ରିପାଠୀ ଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି |ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ନବରଙ୍ଗପୁର ଜିଲ୍ଲାର କୋଷାଗୁମୁଡା ବ୍ଲକରୁ