ଝାରସୁଗୁଡ଼ା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଲେ ମନ୍ତ୍ରୀ ସୁରେଶ ପୂଜାରୀ। ଶିକ୍ଷା, ନୈତିକ ମୂଲ୍ୟବୋଧ ଓ ସଂସ୍କାର ଉପରେ ଗୁରୁତ୍ୱ।