ନାକଟିଦେଉଳ: ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ନିଶା ମୁକ୍ତ ଭାରତ ଅଭିଯାନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ନିଶା ମୁକ୍ତ ଭାରତ ଅଭିଯାନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ଓଡିଶା ସରକାର ଙ୍କ ଉଚ୍ଚଶିକ୍ଷା ବିଭାଗ ଓ ସମ୍ବଲପୁର ବିଶ୍ବିଦ୍ୟାଳୟ କର୍ତ୍ତୁପକ୍ଷ ଙ୍କ ନିର୍ଦ୍ଦେଶ କ୍ରମେ ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ଠାରେ ସୋମବାର ସକାଳେ ନିଶାମୁକ୍ତ ଭାରତ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଅନୁଷ୍ଠାନ ର ଅଧ୍ୟକ୍ଷ ସୁଧୀର କୁମାର ସାହୁ ଙ୍କ ସଭାପତିତ୍ୱ ରେ ପରିଚାଳିତ ସଚେତନତା ବୌଦ୍ଧିକ ସଭା ରେ ଆଲୋଚକ ଭାବରେ ଯୋଗ ଦେଇ ଅଧ୍ୟାପକ ଦେବେଶ କୁମାର ବିଶ୍ୱାଳ ଓ ଅଧ୍ୟାପକ ଶେଷ ଦେବ ବିଶ୍ୱାଳ ନିଶାସେବନର ବ୍ୟକ୍ତିଗତ