Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

ବୌଦ୍ଧ ସଦର: ବୌଦ୍ଧ ମହୋତ୍ସବ ତଥା ପଲ୍ଲିଶ୍ରୀ ମେଳାର ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ଉଦ୍ଘୋଷକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଭାରପ୍ରାପ୍ତ ଜିଲ୍ଲା ସଂସ୍କୃତି ଅଧିକାରୀ ରିତାକାନ୍ତି ବଳିୟାର ସିଂହଙ୍କ ଆବାହକତ୍ୱରେ ବୌଦ୍ଧ ମହୋତ୍ସବର ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳନା ଓ ଉପସ୍ଥାପନା ନିମନ୍ତେ ଉଦ୍ଘୋଷକ, ଉଦଘୋଷିକାଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି
ବୌଦ୍ଧ ସଦର: ବୌଦ୍ଧ ମହୋତ୍ସବ ତଥା ପଲ୍ଲିଶ୍ରୀ ମେଳାର ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ଉଦ୍ଘୋଷକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ - Baudh Sadar News