Public App Logo
Jansamasya
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
Bareilly
Bcci
Agra
Breaking
Aimim
Railway
Bsf
Fatehpur
Meerut
Raebareli
Rain
Kashmir
���ाकिस्तान
���िवाद
Trending
Bengal
���खिलेश
���ारतीय
���ोगी_आदित्यनाथ
Sonunigam
Arvindkejriwal

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଓ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ

ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ଓ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେ | ଲମ୍ବା ଅବଧି ପରେ ଉତ୍ସାହରେ ଉଛୁଳୁଛି କଂଗ୍ରେସ ଶିବିର । ଆଜି 11.35ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ କଂଗ୍ରେସର ସବୁଠାରୁ ଲୋକପ୍ରିୟ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ଓ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେ | ଭୁବନେଶ୍ୱରର ବରମୁଣ୍ଡା ପଡ଼ିଆରେ ଆୟୋଜିତ ସମ୍ବିଧାନ ବଞ୍ଚାଅ ସମାବେଶରେ ଯୋଗ ଦେବେ ରାହୁଲ ଓ ଖଡ୍ଗେ |

MORE NEWS