ସୁନ୍ଦରଗଡ଼ ଜିଲ୍ଲାର ତଲସରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସବଡେଗା ବ୍ଳକର ବିଭିନ୍ନ ଗ୍ରାମ ପଞ୍ଚାୟତର ସ୍କୁଲ ଗୁଡିକରେ ଆଜି ବାଲସଭା ଅନୁଷ୍ଠିତ ହୋଇଛି। ବିଡ଼ିଓ ବିଶ୍ଵନାଥ ସାହୁ ଙ୍କର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦ୍ଵାରା ଏହି କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା।