Public App Logo
Jansamasya
���ादसा
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
Jharkhand
Rajasthan
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
Crimenews
Nda
School
Cbi
Mathura
Fatehpur
Jodhpur

ଭଦ୍ରକ ଗ୍ରାମାଞ୍ଚଳ: ଭଦ୍ରକ ଜିଲ୍ଲା ପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀ ଙ୍କ ଜୀବନୀ ଆଧାରିତ

Bhadrak Rural, Bhadrak | Sep 21, 2025
ଭଦ୍ରକ ଜିଲ୍ଲା ଭଦ୍ରକ ଜିଲ୍ଲା ପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀ ଙ୍କ ଜୀବନୀ ଉପରେ ଆଧାରିତ ଫୋଟ ଚିତ୍ର ପ୍ରଦର୍ଶନୀ ମେଳା ବୁଲି ଦେଖିଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୂରଜ, ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ, ଭଦ୍ରକ ବିଧାୟକ ସିତାସୁଂ ଶେଖର ମହାପାତ୍ର ଏବଂ ଭଦ୍ରକ ଜିଲ୍ଲା ସଭାପତି ଭଗବାନ ପଣ୍ଡା ଙ୍କ ସହିତ ଅନ୍ୟାନ୍ୟ ନେତୃମଣ୍ଡଳୀ। ଆଜି ରାତି ପ୍ରାୟ ୯ ଘଟିକା ସମୟରେ ଦେଖିବାକୁ ମିଳିଛି ଦୃଶ୍ୟ।

MORE NEWS

ଭଦ୍ରକ ଗ୍ରାମାଞ୍ଚଳ: ଭଦ୍ରକ ଜିଲ୍ଲା ପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀ ଙ୍କ ଜୀବନୀ ଆଧାରିତ - Bhadrak Rural News