Public App Logo
Jansamasya
हादसा
News
Bjp
National
Police
Bihar
India
कांग्रेस
भाजपा
Congress
Modi
Delhi
Viral
Crime
Jharkhand
Up
Bollywood
दिल्ली
Breakingnews
Narendramodi
Nitishkumar
Madhya_pradesh
सोशल_मीडिया
Mp
Nsui
Pmmodi
Rahulgandhi
Actor
Haryana

ଜମନକିରା: ପୂର୍ବତନ ସମ୍ବଲପୁର ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ବିୟୋଗରେ ବାମରା ଓ କୁଚିଣ୍ଡା ରେ ଶୋକ

Jamankira, Sambalpur | Feb 16, 2026
ସମ୍ବଲପୁର ର ପୂର୍ବତନ ବିଧାୟିକା ଡକ୍ଟର ରାସେଶ୍ୱରୀ ପାଣିଗ୍ରାହୀଙ୍କ ବିୟୋଗ କୁ ନେଇ ବାମରା ତଥା କୁଚିଣ୍ଡା ଅଞ୍ଚଳ ରେ ଶୋକ ର ଛାୟା ଖେଳି ଯାଇଛି। ସୂଚନା ଅନୁସାରେ ସମ୍ବଲପୁର ର ପୂର୍ବତନ ବିଧାୟିକା ତଥା ସମାଜସେବୀ ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀ ଙ୍କ ସୋମବାର ସନ୍ଧ୍ୟାରେ ତାଙ୍କ ବାସ ଭବନରେ ମୃତ୍ୟୁ ଘଟିଛି। ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ତାଙ୍କ ମୃତ୍ୟୁ ଖବର ଶୁଣି ବାମରା ତଥା କୁଚିଣ୍ଡା ଅଞ୍ଚଳ ର ବିଜେଡ଼ି ନେତା ଓ କର୍ମୀଙ୍କ ମଧ୍ୟରେ ଶୋକ ର ଛାୟା ଖେଳି ଯାଇଛି। ଅନ୍ୟ ପଟେ ରାତି ୧୧ ଟାରେ ବାମରା ବ୍ଲକ ବିଜେଡ଼ି ପକ୍ଷରୁ ଶୋକ ବ୍ୟକ୍ତ କରାଯାଇଛି।