ବାରିପଦାର ପ୍ରଫୁଲ୍ଲନଗର ସ୍ଥିତ ଲେଟ କଟ କ୍ଲବ ଆନୁକୂଲ୍ୟରେ ଆୟୋଜିତ ସର୍ବଭାରତୀୟ ଟି - ଟ୍ୱେଣ୍ଟି କ୍ରିକେଟ ଟୁର୍ଣ୍ଣାମେଣ୍ଟର ୪ର୍ଥ ଦିନର ୧ମ ସେମିଫାଇନାଲ ମ୍ୟାଚରେ କୋଲକାତାର ଏଲ ଆର ଏସ ଟିମ ୫ ଉଇକେଟରେ ଭୁବନେଶ୍ୱରର ଏଲ ଆର ଏସ ଟିମକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ସେହିପରି ୨ୟ ସେମିଫାଇନାଲର ମ୍ୟାଚରେ ରାଉରକେଲା ୭ ରନରେ ସମ୍ବଲପୁରକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି I