ଧର୍ମଗଡ: ଗଡିଆଜୋର ସ୍କୁଲ ରେ ଆଇନ ସଚେତନତା ଶିବିର ।
ତାଲୁକ ଆଇନ ସେବା ସମିତି ଧର୍ମଗଡ ପକ୍ଷରୁ ଗଡିଆଜୋର ପଂଚାୟତ ଉଚ୍ଚ ବିଦ୍ୟାଳୟ ରେ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇ ଯାଇଛି I ଏହି ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଜଜ ତଥା ତାଲୁକ ଆଇନ ସେବା ସମିତିର ଅଧ୍ୟକ୍ଷ ଶ୍ରୀ ସୁରେଶ ଚନ୍ଦ୍ର ପ୍ରଧାନ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବିଶ୍ୱଜିତ ବେହେରା, ଯୋଗ ଦେଇଥିଲେ