Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
India
Gujarat
भाजपा
Congress
Modi
Delhi
Viral
Bollywood
दिल्ली
Patna
Breakingnews
Narendramodi
Madhya_pradesh
Nsui
Madhyapradesh
Pmmodi
Rahulgandhi
यूपी
Bhopal
सपा
Uttarpradesh
Haryana
No video available

କେନ୍ଦ୍ରାପଡା: ହରିଦାସପୁର ଗ୍ରାମର ମୃତ ଜ୍ୟୋତିରଞ୍ଜନଙ୍କ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଲେ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର

ଗରଦପୁର ବ୍ଲକ ଅନ୍ତର୍ଗତ ବେଡାରୀ ଗ୍ରାମ ପଞ୍ଚାୟତର ହରିଦାସପୁର ଗ୍ରାମର ଗତ କାଲି ବିଳମ୍ବିତ ରାତିରେ ଏକ ଅଭାବନିୟ ଅଘଟଣ ଘଟି ଜୋତ୍ରିରଞ୍ଜନ ପରିଡ଼ା ନାମଙ୍କ ଏକ ଯୁବକକୁ ଅତି ନିର୍ମମ ଭାବରେ ହତ୍ୟା କରାଯାଇଥିଵା ଅଭିଯୋଗ ହୋଇଥିଲା।ଆଜି ବେଡାରୀ ଗ୍ରାମ ପଞ୍ଚାୟତର ହରିଦାସପୁର ସ୍ଥିତ ତାଙ୍କ ବାସଭବନରେ ଆଜି ସକାଳ ୧୦ଟାରେ ପହଞ୍ଚି ତାଙ୍କ ପରିବାରବର୍ଗଙ୍କୁ ଭେଟିକରି ଗଭୀର ସମବେଦନା ଜଣାଇଵା ସହ ଦୋଷୀମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପ୍ରଶାସନ ଓ ସ୍ଥାନୀୟ ପୋଲିସ ଙ୍କ ନିକଟରେ ଦାବି ଜଣାଇଛନ୍ତି ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର।

MORE NEWS