ବ୍ରହ୍ମପୁର ସ୍ଥିତ ଖଲ୍ଲିକୋଟ ବିଶ୍ବ ବିଦ୍ୟାଳୟ ଖେଳ ପଡିଆ ଠାରେ ଅଲଫା ସ୍ପୋର୍ଟିଙ୍ଗ କ୍ଲୁବ ଆନୁକୂଲ୍ୟରେ ୩ୟ ତମ ଅlଲଫା କପ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ଶନିବାର ଅପରାହ୍ନରେ ଏଥିରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ବିଧ୍ୟାୟକ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ,ଅର୍ବାନ ବ୍ୟାଙ୍କ ସଭାପତି ଆର ମୁରଲୀ ମୋହନ ପ୍ରମୁଖ ଉପସ୍ଥିତ ଥିଲେ।