ଭୋଗରାଇ: ଭୋଗରାଇ ସର୍ବେଶ୍ୱର ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି ବୈଠକ
ଭୋଗରାଇ ସର୍ବେଶ୍ୱର ହାଇସ୍କୁଲର ୫୦ ବର୍ଷ ପୂର୍ତ୍ତି ଅବସରରେ ସୁବର୍ଣ୍ଣ ଜୟନ୍ତୀ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ଅବସରରେ କାର୍ଯ୍ୟକ୍ରମର ରୂପରେଖ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଛି।