Public App Logo
Jansamasya
National
Bihar
Madhya_pradesh
Indianrailways
Patanjali
New_delhi
Chandigarh
South_delhi
Shahdara
Beattheheat
���हीद_दिवस
North_east_delhi
Nagaland
East_delhi
Tbmuktbharat
North_delhi
West_delhi
Notoadulteration
Railinfra4uttarpradesh
Railone
North_west_delhi
���िश्व_जल_दिवस
Thodadhyanse
Educationforall
Capacitybuilding
Worldwaterday
Chaitranavratri
Railsafety
���ंतर्राष्ट्रीय_वन_दिवस

ସମ୍ବଲପୁର ମ୍ୟୁନିସିପାଲଟି: ଅଲ ଓଡିଶା ଇପିଏଫ ପେନସନ ଆସୋସିଏସନ ପକ୍ଷରୁ ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ

Sambalpur M, Sambalpur | Apr 29, 2025
ଅଲ ଓଡିଶା ଇପିଏଫ ପେନସନ ଆସୋସିଏସନ ପକ୍ଷରୁ ଆଜି ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି l ମିଳିଥିବା ସୂଚନା ଅନୁସାରେ ଆଜି ଦିନ ପ୍ରାୟ 12 ଟା ସମୟରେ ଅଲ ଓଡିଶା ଇପିଏଫ ପେନସନ ଆସୋସିଏସନ ପକ୍ଷରୁ ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା l ଏମାନଙ୍କ ଦାବି ମଧ୍ୟରେ ମାସିକ ପେନସନ ବାବଦରେ 9 ହଜ଼ାର ଟଙ୍କା, ସାମାଜିକ ସୁରକ୍ଷା ପେନସନ ଭୋଗୀ ମାନଙ୍କୁ ସରକାରଙ୍କ ଆୟୁଷ୍ମାନ ଯୋଜନାରେ ସାମିଲ କରାଯିବା ନେଇ ଦାବି ଜଣାଇଥିଲେ l

MORE NEWS