ଚିକିଟି: ଶୋକସନ୍ତପ୍ତ ପରିବାରଙ୍କୁ ଭେଟିଲେ ବିଧାୟକ ପ୍ରାର୍ଥୀ ଶ୍ରୀରୁପ ଦେଓ
Chikiti, Ganjam | Oct 5, 2026
ଚିକିଟି ନିର୍ବାଚନ ମଣ୍ଡଳୀର ପାତ୍ରପୁର ବ୍ଲକ ବାଦପୁର ପଞ୍ଚାୟତରେ ରବୀନ୍ଦ୍ର ପଣ୍ଡା ଏବଂ ଲାଲୁ ମହାନ୍ତିଙ୍କ ପିତାଙ୍କ ଦେହାନ୍ତ ହୋଇଛି। ବିଜେଡି ବିଧାୟକ ପ୍ରାର୍ଥୀ ଶ୍ରୀରୁପ ଦେଓ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଭେଟି ସମବେଦନା ଜଣାଇଛନ୍ତି।