ବଲାଙ୍ଗୀର: ବଲାଙ୍ଗୀର ବେଲପଡ଼ା ମଣ୍ଡଳରେ ଶୁଭାରମ୍ଭ ହେଲା ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ
ବଲାଙ୍ଗୀର ଜିଲ୍ଲା ବେଲପଡ଼ା ବ୍ଲକର ମଣ୍ଡଳରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପାଇଁ ଭୂମିପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦ୍ୱିତୀୟ ପର୍ଯ୍ୟାୟରେ ଏହି ବିଦ୍ୟାଳୟକୁ ଚୟନ କରାଯାଇଥିବା ବେଳେ ଅଞ୍ଚଳର ଅନେକ ବିଶିଷ୍ଟ ବ୍ୟକ୍ତି ଏଥିରେ ଉପସ୍ଥିତ ଥିଲେ ।