ଭଦ୍ରକ ଗ୍ରାମାଞ୍ଚଳ: ଭଦ୍ରକ ଜିଲ୍ଲା କାର୍ଯ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ କୁ ନେଇ ସରକାର ସକାରାତ୍ମକ ଅଛନ୍ତି କହିଲେ ଉଚ୍ଚଶିକ୍ଷା ମନ୍ତ୍ରୀ
ସାରା ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ କୁ ନେଇ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଙ୍କ ପ୍ରତିକ୍ରିୟା, ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ କୁ ନେଇ ସକାରାତ୍ମକ ଅଛନ୍ତି,ପୂର୍ବରୁ ସରକାର ଏହାକୁ ନେଇ ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି,ଆଜି ଦିନ 3 ଘଟିକା ରେ ଭଦ୍ରକ ଜିଲ୍ଲା ବିଜେପି କାର୍ଯ୍ୟାଳୟ ଠାରେ ପ୍ରତିକ୍ରିୟା ରଖିଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ