ଖରିଫ ଧାନ ସଂଗ୍ରହ ଅଭିଯାନ କର୍ମଶାଳା ଆଜି କେନ୍ଦୁଝର ଜିଲ୍ଲା ବିଜେପି କାର୍ଯ୍ୟାଳୟ ଠାରେ କୃଷକ ମୋର୍ଚ୍ଚା ତରଫରୁ ଅନୁଷ୍ଠିତ ହୋଇଯାଇଛି। ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ମହେଶ୍ଵର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ। ତତସହିତ ବହୁ ବରିଷ୍ଠ ନେତୃବୃନ୍ଦ ଙ୍କ ସମେତ ଶତାଧିକ କାର୍ଯ୍ୟକତା ଯୋଗଦାନ କରିଥିଲେ।