Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
India
Coronavirus
किसान
कांग्रेस
मौत
Accident
Congress
Modi
Delhi
Viral
Up
Bollywood
Breakingnews
Narendramodi
Madhya_pradesh
Mp
Madhyapradesh
Pmmodi
Kerala
Rahulgandhi
Chhattisgarh
Uttarpradesh

ଖୋର୍ଦ୍ଧା: ଆଡଖଣ୍ଡିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

Khordha, Khordha | Jul 31, 2025
ଖୋର୍ଦ୍ଧା ବ୍ଳକ ବଙ୍ଗିଦା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଆଡଖଣ୍ଡିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଟୁନୀ ଦେଇଙ୍କ ବିଦାୟ କାଳୀନ ସମ୍ବର୍ଧନା ସଭା ରାଜ୍ୟ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ର ଉପ ସଭାପତି ଅଗାଧୁ ସେଠୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି।

MORE NEWS