ଝାରସୁଗୁଡା: ରେଙ୍ଗାଲି ଥାନା ଅଂଚଳରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶୃତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା କରିବା ଅଭିଯୋଗରେ ଜଣେ ଯୁବକ ଗିରଫ
Jharsuguda, Jharsuguda | Jul 25, 2025
ରେଙ୍ଗାଲି ଥାନା ଅଂଚଳରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶୃତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା କରିବା ଅଭିଯୋଗରେ ଜଣେ ଯୁବକ ଗିରଫ l...