ଝାରସୁଗୁଡା ଜିଲ୍ଲା ଘଣ୍ଟମାଳ ଗସ୍ତ କଲେ ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀ। ତେବେ ଆଜି ଦିନ ବାରଟା ସମୟରେ ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀ ଝାରସୁଗୁଡା ଘଣ୍ଟମାଲ ଗସ୍ତକରି ଜନସାଧାରଣଙ୍କ ସହିତ ଆଲୋଚନା କରିଥିଲେ। ଏହା ସହିତ ଏକ ସାମାଜିକ କାର୍ଯ୍ୟରେ ମଧ୍ୟ ଯୋଗଦାନ କରିଥିଲେ ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀ। ତେବେ ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀ ଝାରସୁଗୁଡା ଘଣ୍ଟମାଳ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ କରାଯାଇଥିଲା।