ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ସହରର ଶୁଣ୍ଢିମୁଣ୍ଡା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ସୋମବାର ଅପରାହ୍ନ ରେ ଷଡବିଂଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ , ଏନଏସି ଅଧ୍ୟକ୍ଷ ଶିବରାମ ସାହୁ , ବ୍ଲକ ଅଧ୍ୟକ୍ଷ ପ୍ରଦୀପ ପ୍ରଧାନ , ମୁଖ୍ୟ ବକ୍ତା ଭାବେ ବିଦ୍ୟା ଭାରତୀର ସେବା ପ୍ରମୁଖ ରାମଚନ୍ଦ୍ର ଡନସେନା , ସ୍କୁଲ ପରିଚାଳନା କମିଟିର ସଭାପତି ଗଣେଶ୍ୱର ପ୍ରଧାନ , ସଂପାଦକ ବୀରବର ସାହୁ , ପ୍ରଧାନ ଆଚାର୍ଯ୍ୟ ରାଜେନ୍ଦ୍ର ମଟାରୀ ପ୍ରମୁଖ ମ