ଭୁବନେଶ୍ୱର: ଓଡ଼ିଶାରେ ପୁଣି ହେବ ଛାତ୍ର ସଂସଦ ନିର୍ବାଚନ; ଅକ୍ଟୋବର 15ରେ ମତଦାନ
Bhubaneswar, Khordha | Oct 5, 2026
ଓଡ଼ିଶାର ସମସ୍ତ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ଆସନ୍ତା ଅକ୍ଟୋବର ୧୫ ତାରିଖରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଦୀର୍ଘ ବର୍ଷର ବ୍ୟବଧାନ ପରେ ପୁଣି ଥରେ କ୍ୟାମ୍ପସରେ ଗଣତାନ୍ତ୍ରିକ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଛାତ୍ରଛାତ୍ରୀଙ୍କୁ ଶୃଙ୍ଖଳାର ସହ ନିର୍ବାଚନରେ ଭାଗ ନେବାକୁ ପରାମର୍ଶ ଦିଆଯାଇଛି।