Public App Logo
Jansamasya
National
Haryana
Pmmsy
Matsyasampadasesamriddhi
���ीएसटी
Cybersecurityawareness
Nextgengst
Fidfimpact
Happydiwali
Diwali2025
Railinfra4andhrapradesh
Responsiblerailyatri
Andhrapradesh
���हात्मा_गांधी
���ांधी_जयंती
Gandhijayanti
Digitalindia
Fisheries
Nfdp
Swasthnarisashaktparivar
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat

ବୌଦ୍ଧ ସଦର: ସଦଭାବନା ସଭାଗୃହ ଠାରେ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସଭା

ଶନିବାର ଦିନ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହ ଠାରେ ଦୁର୍ନୀତି ନିବାରଣ ସଚେତନତା ସଭା ଓ ସଧୁତାର ଶପଥ ପାଠ ଅନୁଷ୍ଠିତ ହୋଇ ଯାଇଛି l ଦୁର୍ନୀତି ନିବାରଣ କାର୍ଯ୍ୟାଳୟ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା ଯୋଗ ଦେଇଥିଲେ |

MORE NEWS