ବାଲେଶ୍ବର ମ୍ୟୁନିସିପାଲଟି: ଗାନ୍ଧୀ ସ୍ମୃତି ଭବନ ଠାରେ ଜିଲ୍ଲାସ୍ତରୀୟ ସି ଏମ କିଶାନ ଯୋଜନା ସହାୟତା ରାଶି ବଣ୍ଟନ କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ
Baleshwar M, Balasore | Aug 27, 2025
କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ଆଜି ସି ଏମ କିଶାନ ଯୋଜନାର କିସ୍ତି ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ନେଇ ଆଜି...